CORONAVIRUS UPDATE: ରାଜ୍ୟରେ ୧୬୩୩ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୬୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦୦, ବାଲେଶ୍ୱରରୁ ୨୬, ବରଗଡ଼ରୁ ୫୩ , ଭଦ୍ରକରୁ ୨୧, ବଲାଙ୍ଗୀରରୁ ୮୦, ବୌଦ୍ଧରୁ ୩୫, କଟକରୁ ୧୩୨, ଦେବଗଡ଼ରୁ ୮, ଢେଙ୍କାନାଳରୁ ୩୯ , ଗଜପତିରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୩ ଜଗତ୍‌ସିଂହପୁରରୁ ୭୯, ଯାଜପୁରରୁ ୪୩ , ଝାରସୁଗୁଡ଼ାରୁ ୫୪ , କଳାହାଣ୍ଡିରୁ ୩୬ , କନ୍ଧମାଳରୁ ୨୪, କେନ୍ଦ୍ରାପଡ଼ାରୁ ୧୦୫, କେନ୍ଦୁଝରରୁ ୫୧, କୋରାପୁଟରୁ ୩୫, ମାଲକାନଗିରିରୁ ୫୩, ମୟୂରଭଞ୍ଜରୁ ୪୨ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୪୧ , ନୟାଗଡ଼ରୁ ୨୩, ନୂଆପଡ଼ାରୁ ୮୯, ପୁରୀରୁ ୫୮, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୩୨, ସୁବର୍ଣ୍ଣପୁରରୁ ୨୨ ଓ ସୁନ୍ଦରଗଡ଼ର ୧୦୬ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୮୧୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୮୮୬ ଚିକିତ୍ସାଧୀନ ଅଛନ୍ତି। ୨୬୨୦୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri