CORONAVIRUS UPDATE: ରାଜ୍ୟରେ ୧୬୧୭ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୭୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୭୫, ବାଲେଶ୍ୱରରୁ ୭୬, ବରଗଡ଼ରୁ ୩୫ , ଭଦ୍ରକରୁ ୩୦, ବଲାଙ୍ଗୀରରୁ ୬୮, ବୌଦ୍ଧରୁ ୧୯, କଟକରୁ ୧୨୮, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୪୫ , ଗଜପତିରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୨୦ ଜଗତ୍‌ସିଂହପୁରରୁ ୮୦, ଯାଜପୁରରୁ ୪୦ , ଝାରସୁଗୁଡ଼ାରୁ ୩୯, କଳାହାଣ୍ଡିରୁ ୮୪ , କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୫୪, କେନ୍ଦୁଝରରୁ ୫୩, କୋରାପୁଟରୁ ୩୨, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୮୫ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩୩ , ନୟାଗଡ଼ରୁ ୪୦, ନୂଆପଡ଼ାରୁ ୫୯, ପୁରୀରୁ ୭୬, ରାୟଗଡ଼ାରୁ ୧୫, ସମ୍ବଲପୁରରୁ ୨୨, ସୁବର୍ଣ୍ଣପୁରରୁ ୮ ଓ ସୁନ୍ଦରଗଡ଼ର ୯୩ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୮୭୦୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୬୨୯ ଚିକିତ୍ସାଧୀନ ଅଛନ୍ତି। ୨୭୦୧୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri