CORONAVIRUS UPDATE: ରାଜ୍ୟରେ ପୁଣି ୨୧୦ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨କୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୩୬ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୫୮, ଖୋର୍ଦ୍ଧାରୁ ୪୭, କେନ୍ଦୁଝରରୁ ୫, ଦେବଗଡ଼ ୧, ନବରଙ୍ଗବୁର ୨, ନୟାଗଡ଼ ୩, କଟକ ୫, ଅନୁଗୋଳ ୧, ବାଲେଶ୍ୱର ୨, ଢ଼େଙ୍କାନାଳ ୭, ଯାଜପୁର ୮, ପୁରୀ ୮, ଗଜପତି ୨୯, ସୁନ୍ଦରଗଡ଼ ୬, କେନ୍ଦ୍ରପଡ଼ା ୩, ସମ୍ବଲପୁର ୧, ବଲାଙ୍ଗୀର ୧୧ ଓ ମୟୁରଭଞ୍ଜର ୭ଜଣ ରହିଛନ୍ତି। ସେହିପରି ବାତ୍ୟା ଅମ୍ଫନ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୬ ଏନ୍‌ଡିଆରଏଫ୍‌ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୧୮ଜିଲାରୁ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧୮୧୫ଜଣ ଚିକିତ୍ସାଧିନ ଥିବା ବେଳେ ୪୧୨୩ଜଣ ସୁସ୍ଥ ଓ ୧୭ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri