CORONAVIRUS UPDATE: ପୁଣି ୬୪୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୨୧୬ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ପୁଣି ୬୪୭ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୩୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୩୭, ବାଲେଶ୍ୱରରୁ ୪୦, ବରଗଡ଼ରୁ ୪, ଭଦ୍ରକରୁ ୧୨, ବଲାଙ୍ଗୀରରୁ, ୫, କଟକରୁ ୮୪, ଢେଙ୍କାନାଳରୁ ୧୦, ଜଗତ୍‌ସିଂହପୁରରୁ ୭, ଯାଜପୁରରୁ ୨, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୧୩, ଖୋର୍ଦ୍ଧାରୁ ୬୮, କେନ୍ଦୁଝରୁ ୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମାନ ଭାବେ କୋରାପୁଟରୁ ୨୮, ମାଲକାନଗିରି ୧୦, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୪,ରାୟଗଡ଼ାରୁ ୪୭ ଓ ସମ୍ବଲପୁରରୁ ୧୦ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୮,୭୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୭୧୫ ଚିକିତ୍ସାଧୀନ ଅଛନ୍ତି। ୧୨,୯୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri