CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୪୪୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୨୬ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୧୯ ହଜାର ୧୧୯ରେ ପହଞ୍ଚିଛି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୧ଜଣ ଥିବା ଜଣାପଡିଛି। ସେହିପରି କଟକ ୩୫୯, ମୟୁରଭଞ୍ଜ ୧୪୧, ବରଗଡ ୧୧୧, ଭଦ୍ରକ ୯୫, ବାଲେଶ୍ୱର ୧୫୨, ଯାଜପୁର ୧୩୦, ରାୟଗଡାରୁ ୨୯, ନବରଙ୍ଗପୁର ୮୯, କେନ୍ଦ୍ରାପଡା ୧୦୧, କୋରାପୁଟ ୫୨, ଜଗତସିଂହପୁର ୭୮, ଢେଙ୍କାନାଳରୁ ୪୭, ଝାରସୁଗୁଡା ୭୭,ଅନୁଗୋଳ ୧୦୦, ନୂଆପଡା ୮୭, ସମ୍ବଲପୁର ୧୩୧, ସୁନ୍ଦରଗଡ ୮୧, ସୋନପୁର ୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri