CORONAVIRUS UPDATE: ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୪୬୨ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫୩ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୬୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୧, ବାଲେଶ୍ୱରରୁ ୨୯, ବରଗଡ଼ରୁ ୧୦,  ବଲାଙ୍ଗୀରରୁ, ୨୧, କଟକରୁ ୬୦, ଗଜପତିରୁ ୮୯, ଜଗତ୍‌ସିଂହପୁରରୁ ୪୭, ଯାଜପୁରରୁ ୨୦, କଳାହାଣ୍ଡିରୁ ୮, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୧୪, ଖୋର୍ଦ୍ଧାରୁ ୩୧୨, କେନ୍ଦୁଝରୁ ୭୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମାନ ଭାବେ କୋରାପୁଟରୁ ୭୩, ମାଲକାନଗିରି ୧୪, ମୟୂରଭଞ୍ଜରୁ ୨୨, ନୂଆପଡ଼ାରୁ ୮, ନୟାଗଡ଼ରୁ ୭,ରାୟଗଡ଼ାରୁ ୨୪ , ପୁରୀରୁ ୧୧, ଭଦ୍ରକ, ବୌଦ୍ଧ, ସୋନପୁର ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତ ରହିଛନ୍ତି। ସେହିଭଳି ଢେଙ୍କାନାଳ ଓ ଦେବଗଡ଼ରୁ ଜଣେ ଲେଖାଏ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୮,୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦,୫୪୫ ଚିକିତ୍ସାଧୀନ ଅଛନ୍ତି। ୧୭,୩୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri