CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୩୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧ ଲକ୍ଷ ୯୨ ହଜାର ୫୪୮ରେ ପହଞ୍ଚିଛି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୭ଜଣ ଥିବା ଜଣାପଡିଛି। ସେହିପରି କଟକ ୫୭୭, ମୟୁରଭଞ୍ଜ ୧୩୯, ବରଗଡ ୧୨୧, ଭଦ୍ରକ ୧୩୬, ବାଲେଶ୍ୱର ୧୬୧, ଯାଜପୁର ୨୦୧, ରାୟଗଡାରୁ ୫୧, ନବରଙ୍ଗପୁର ୭୦, କେନ୍ଦ୍ରାପଡା ୧୪୮, କୋରାପୁଟ ୮୯, ଜଗତସିଂହପୁର ୧୭୩, ଢେଙ୍କାନାଳରୁ ୭୦, ଝାରସୁଗୁଡା ୨୦୫,ଅନୁଗୋଳ ୧୧୦, ନୂଆପଡା ୧୧୫, ସମ୍ବଲପୁର ୧୧୧, ସୁନ୍ଦରଗଡ ୧୦୧, ସୋନପୁର ୧୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri