CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୩୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧ ଲକ୍ଷ ୯୨ ହଜାର ୫୪୮ରେ ପହଞ୍ଚିଛି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୭ଜଣ ଥିବା ଜଣାପଡିଛି। ସେହିପରି କଟକ ୫୭୭, ମୟୁରଭଞ୍ଜ ୧୩୯, ବରଗଡ ୧୨୧, ଭଦ୍ରକ ୧୩୬, ବାଲେଶ୍ୱର ୧୬୧, ଯାଜପୁର ୨୦୧, ରାୟଗଡାରୁ ୫୧, ନବରଙ୍ଗପୁର ୭୦, କେନ୍ଦ୍ରାପଡା ୧୪୮, କୋରାପୁଟ ୮୯, ଜଗତସିଂହପୁର ୧୭୩, ଢେଙ୍କାନାଳରୁ ୭୦, ଝାରସୁଗୁଡା ୨୦୫,ଅନୁଗୋଳ ୧୧୦, ନୂଆପଡା ୧୧୫, ସମ୍ବଲପୁର ୧୧୧, ସୁନ୍ଦରଗଡ ୧୦୧, ସୋନପୁର ୧୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ...

ସୁରଟରୁ ୧୬୦୦ କିମି ସାଇକେଲ ଯାତ୍ରା କରି ଫେରିଲେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୩।୫: କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି । ରାଜ୍ୟ ସରକାରଙ୍କ ଘୋଷଣା ପରେ ବାହାର ରାଜ୍ୟରୁ ପ୍ରବାସୀ...

ପଞ୍ଚାୟତ ସମିତି ବୈଠକ ବାତିଲ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଧାରଣା

ଗୋପ,୧୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପରିଡ଼ା ବାରମ୍ବାର ପଞ୍ଚାୟତ ସମିତି ବୈଠକ ବାତିଲକୁ ବିରୋଧ କରିଛନ୍ତି। ଏହାର ପ୍ରତିବାଦରେ ସେ...

ଦ୍ୱିତୀୟ ଦିନ ଲାଗି ବଢ଼ିଲା ତେଲ ଦର

ଭୁବନେଶ୍ୱର,ନୂଆଦିଲ୍ଲୀ,୬।୫:ଦେଶ ମଧ୍ୟରେ ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ବୁଧବାର ପେଟ୍ରୋଲ ଲିଟର ପିଛା ୧୭...

ଏମିତି ଚାଲିଛି ସୂଚନା ଅଧିକାର ଆଇନ: ୧୨ବର୍ଷ ପରେ ଅଧା ତଥ୍ୟ ଦେଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ରାଜ୍ୟରେ ଘଟିଥିବା ହାଜତ ମୃତ୍ୟୁ ତଥ୍ୟକୁ ୧୨ବର୍ଷ ହେବ ଦେଉ ନ ଥିଲା କ୍ରାଇମବ୍ରାଞ୍ଚ। ଏହା ସୂଚନା ଅଧିକାର ପରିସରଭୁକ୍ତ ନୁହେଁ ବୋଲି...

ହାରୁଛି କରୋନା: ୧୨ ଦିନରେ କୋଟିଏ ଲୋକଙ୍କ ନମୁନା ପରୀକ୍ଷା

ନୂଆଦିଲ୍ଲୀ, ୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଧିମା ପଡ଼ିଛି। ଗତ ୧୨ ଦିନରେ କୋଟିଏ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଏନେଇ ସ୍ବାସ୍ଥ୍ୟ ଓ...

ମହାରାଷ୍ଟ୍ର, ଗୁଜରାଟରୁ ୮ ବସ୍‌ରେ ଆସିଲେ ପ୍ରବାସୀ

ଭଞ୍ଜନଗର,୨୬।୫(ଡି.ଏନ.ଏ)-ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବାସୀଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ ଆସୁଥିଲେ ମଧ୍ୟ ଏବେ ବି ଗଞ୍ଜାମ ଜିଲାକୁ ବସ୍‌, କାର ଓ ବାଇକ୍‌ ଯୋଗେ ପ୍ରବାସୀ...

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ...

Advertisement
Archives

Model This Week