CORONAVIRUS UPDATE: ରାଜ୍ୟରେ ୭୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି ୨୮୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ଟପିଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୯୨ କ୍ୱାରାଣ୍ଟାଇନ୍‌ରୁ ଓ ୧୧୦୬ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ଟି ଜିଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୨୪, କଟକ ୨୪୧, ନୟାଗଡ଼ରେ ୨୩୨ ଓ ଗଞ୍ଜାମର ୨୨୬ ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୧୬, ବାଲେଶ୍ୱର ୧୪୦, ବରଗଡ଼ ୯, ଭଦ୍ରକ ୧୦୭, ବଲାଙ୍ଗୀର ୧୭୩, ବୌଦ୍ଧ ୧, ଦେବଗଡ଼ ୩, ଢ଼େଙ୍କାନାଳ ୪୪, ଗଜପତି ୫୩, ଜଗତସିଂହପୁର ୮୪, ଯାଜପୁର ୬୯, ଝାରସୁଗୁଡ଼ା ୪୯, କଳାହାଣ୍ଡି ୭୬, କନ୍ଧମାଳ ୬୩, କେନ୍ଦ୍ରପଡ଼ା ୫୭, କେନ୍ଦୁଝର ୩୫, କୋରାପୁଟ ୧୩୨, ମାଲକାନଗିରି ୫୬, ମୟୁରଭଞ୍ଜ ୫୩, ନବରଙ୍ଗପୁର ୩୭, ନୂଆପଡ଼ା ୮, ପୁରୀ ୧୦୪, ରାୟଗଡ଼ା ୧୦୫, ସମ୍ବଲପୁର ୭୭, ସୁବର୍ଣ୍ଣପୁର ୨୩, ସୁନ୍ଦରଗଡ଼ ୧୦୧ଜଣ ଆକ୍ରାନ୍ତ ରହିଛନ୍ତି। ସୂଚନା ମୁତାବକ ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦,୦୨୦ରେ ପହଞ୍ଚିଛି। ସେଥିମଧ୍ୟରୁ ୪୬,୯୩୫ଜଣ ସୁସ୍ଥ ଓ ୨୨,୬୫୧ ଜଣ ଚିକିତ୍ସାଧିନ ହେଉଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?