CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦୮ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୩, ବାଲେଶ୍ୱରରୁ ୧୨୯, ବରଗଡ଼ରୁ ୨୮, ଭଦ୍ରକରୁ ୫୮, ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧୧, କଟକରୁ ୨୪୩, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧, ଗଜପତିରୁ ୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୨୧୨ ଜଗତ୍‌ସିଂହପୁରରୁ ୧୦୧, ଯାଜପୁରରୁ ୨୧୭, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୯୭, କେନ୍ଦୁଝରରୁ ୨୮, କୋରାପୁଟରୁ ୧୭୪ , ମାଲକାନଗିରିରୁ ୧୦୧, ମୟୂରଭଞ୍ଜରୁ ୧୩୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୦୩, ନୂଆପଡ଼ାରୁ ୮, ରାୟଗଡ଼ାରୁ ୧୧୭, ପୁରୀରୁ ୧୪୪, ସମ୍ବଲପୁରରୁ ୫୫, ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୪୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୪୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୮୨୬ ଚିକିତ୍ସାଧୀନ ଅଛନ୍ତି। ୫୬୯୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri