CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦୮ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୩, ବାଲେଶ୍ୱରରୁ ୧୨୯, ବରଗଡ଼ରୁ ୨୮, ଭଦ୍ରକରୁ ୫୮, ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧୧, କଟକରୁ ୨୪୩, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧, ଗଜପତିରୁ ୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୨୧୨ ଜଗତ୍‌ସିଂହପୁରରୁ ୧୦୧, ଯାଜପୁରରୁ ୨୧୭, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୯୭, କେନ୍ଦୁଝରରୁ ୨୮, କୋରାପୁଟରୁ ୧୭୪ , ମାଲକାନଗିରିରୁ ୧୦୧, ମୟୂରଭଞ୍ଜରୁ ୧୩୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୦୩, ନୂଆପଡ଼ାରୁ ୮, ରାୟଗଡ଼ାରୁ ୧୧୭, ପୁରୀରୁ ୧୪୪, ସମ୍ବଲପୁରରୁ ୫୫, ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୪୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୪୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୮୨୬ ଚିକିତ୍ସାଧୀନ ଅଛନ୍ତି। ୫୬୯୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା...

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୪ା୮(ବ୍ୟୁରୋ): ବିଶିଷ୍ଟ ସାହିତ୍ୟ ସାଧିକା, ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୬ତମ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି...

ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ

ଭଦ୍ରକ ଅଫିସ, ୧୫ା୪: ଭଦ୍ରକ ଜିଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ପୁରୁଣାବଜାର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଭାବେ...

ସପ୍ତାହ ମଧ୍ୟରେ ଲକ୍ଷେ ଟପିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୪।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫...

ପର୍ଯ୍ୟଟନକେନ୍ଦ୍ରରେ ଅସ୍ବାସ୍ଥ୍ୟକର ପରିବେଶ: ବଣଭୋଜି ପରେ ଉଠାଯାଉନି ଖଲିପତ୍ର

ଦାରିଙ୍ଗବାଡ଼ି,୧୨।୧୨(ଡି.ଏନ.ଏ.)-ଦାରିଙ୍ଗବାଡ଼ିରବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଏବେ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛି। ଦୈନିକ ଶତାଧିକ ପର୍ଯ୍ୟଟକ ଆସି ବଣଭୋଜି କରି ଭରପୁର ମଜା ଉଠାନ୍ତି। ଶନିବାର ଏବଂ ରବିବାର...

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ...

ନିୟମ ଉଲ୍ଲଂଘନ, ୫ ଦୋକାନ ସିଲ୍‌

ଅନୁଗୋଳ ଅଫିସ୍‌, ୮।୭ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ବିଶେଷକରି ସକାଳ ୭ଟାରୁ...

ଆଗ୍ରାରେ ଅଛନ୍ତି ଉତ୍ତମ ପଣ୍ଡା; ଫେରିବା ପରେ ଜଣାପଡ଼ିବ ସତ

ବାଲେଶ୍ୱର ଅଫିସ,୨୯।୧: ଚିଠି ଲେଖି ଘର ଛାଡ଼ି ପଳାଇଥିବା ଉତ୍ତମ କୁମାର ପଣ୍ଡା ଫେରିବେ। ତାଙ୍କୁ ନୂଆଦିଲ୍ଲୀ ପୋଲିସ ଉତ୍ତରପ୍ରଦେଶର ଆଗ୍ରା ସହରରୁ ଉଦ୍ଧାର କରିଛି।...

Advertisement
Archives

Model This Week