CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୭୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୯୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧ ଲକ୍ଷ ୬୨ ହଜାର ୯୨୦ ଜଣରେ ପହଞ୍ଚିଛି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୭୬ ଜଣ ଥିବା ଜଣାପଡିଛି। ସେହିପରି କଟକ ୩୭୪, ମୟୁରଭଞ୍ଜ ୧୩୧, ବରଗଡ ୧୮୩, ଭଦ୍ରକ ୫୫, ବାଲେଶ୍ୱର ୧୫୦, ଯାଜପୁର ୧୬୨, ରାୟଗଡାରୁ ୮୦, ନବରଙ୍ଗପୁର ୮୬, କେନ୍ଦ୍ରାପଡା ୯୯, କୋରାପୁଟ ୮୩, ଜଗତସିଂହପୁର ୧୮୮, ଢେଙ୍କାନାଳରୁ ୬୩ ଜଣ, ଝାରସୁଗୁଡା ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?