CORONAVIRUS UPDATE: ରାଜ୍ୟରେ ୭୫ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସୁସ୍ଥ ହେଲେ ୫୦ହଜାର

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଅଣାୟତ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଶନିବାର ରାଜ୍ୟରେ ପୁଣି ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ହଜାର ଟପିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୬୯୧ କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ୧୧୨୮ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୯ଜିଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋଦ୍ଧା ଜିଲାର ୪୪୩, କଟକ ୨୫୭ ଓ ଗଞ୍ଜାମରେ ୧୯୨ଜଣ ରହିଛନ୍ତି। ସେହିପରି ଅନୁଗୋଳ ୨୩, ବାଲେଶ୍ୱର ୧୦୫, ବରଗଡ଼୧୩୬, ଭଦ୍ରକ ୭୭, ବଲାଙ୍ଗୀର ୫୬, ବୌଦ୍ଧ ୬, ଢ଼େଙ୍କାନାଳ ୧୦୦, ଗଜପତି ୬୨, ଜଗତସିଂହପୁର ୪୮, ଯାଜପୁର ୧୨୦, ଝାରସୁଗୁଡା ୬୩, କଳାହାଣ୍ଡି ୫୫, କନ୍ଧମାଳ ୪୪, କେନ୍ଦ୍ରପଡ଼ା ୬୨, କେନ୍ଦୁଝର ୭, କୋରାପୁଟ ୮୧, ମାଲକାନଗିରି ୮୩, ମୟୁରଭଞ୍ଜ ୨୧୯, ନବରଙ୍ଗପୁର ୪୩, ନୟାଗଡ଼ ୬୪, ନୂଆପଡ଼ା ୧, ପୁରୀ ୧୦୯, ରାୟଗଡ଼ା ୧୪୭, ସମ୍ବଲପୁର ୧୪୫, ସୋନପୁର ୧୪ ଓ ସୁନ୍ଦରଗଡ଼ରେ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୫୩୭ରେ ପହଞ୍ଚିଛି। ସେଥିମଧ୍ୟରୁ ୫୦,୫୦୩ ସୁସ୍ଥ ହୋଇଥିବା ବେଳେ ୨୪,୫୮୨ ଚିକିତ୍ସାଧିନ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri