Posted inଜାତୀୟ

୨୪ ଘଣ୍ଟାରେ ୨.୫୧ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ, ୬୨୭ ମୃତ

ନୂଆଦିଲ୍ଲୀ,୨୮।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୧ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୨୭ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୦୬,୨୨,୭୦୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩୮,୦୨୪,୭୭୧ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୧,୦୫,୬୧୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୯୨,୩୫୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri