CORONAVIRUS UPDATE: ଆଉ ୧୦ ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ସନ୍ଧ୍ୟାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୭ ଥିବାବେଳେ ଭୁବନେଶ୍ୱରର ୩ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରର ୩ ଆକ୍ରାନ୍ତଙ୍କ ଘର ମଞ୍ଚେଶ୍ୱର, ଭିଏସ୍‌ଏସ୍‌ ନଗର ଓ ସୂର୍ଯ୍ୟନଗର ଅଞ୍ଚଳରେ। ୩ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୩୬, ୩୪, ୬୭ । ସେହିପରି ଗଞ୍ଜାମର ୭ ଆକ୍ରାନ୍ତ ପୁରୁଷ ଏବଂ ସେମାନେ ସୁରଟ ଫେରନ୍ତା ବୋଲି ସୂଚନା ଓଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri