CORONAVIRUS UPDATE: ଆଉ ୧୪୩ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୩୮୮କୁ ବୃଦ୍ଧି

ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri