CORONAVIRUS UPDATE: ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୭୭

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍‌ସିଂହପୁର ୫, ମୟୂରଭଞ୍ଜ ୪, ଭୁବନେଶ୍ୱର ୩, ବଲାଙ୍ଗୀରର ୨ ଓ ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ାର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri