CORONAVIRUS UPDATE: ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୭୭

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍‌ସିଂହପୁର ୫, ମୟୂରଭଞ୍ଜ ୪, ଭୁବନେଶ୍ୱର ୩, ବଲାଙ୍ଗୀରର ୨ ଓ ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ାର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri