CORONAVIRUS UPDATE: ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ମୃତକଜଣଙ୍କ ଗଞ୍ଜାମ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ରବିବାର ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ ଏବେ ସୁଦ୍ଧା ୧,୭୬,୦୯୮ ସାମ୍ପୁଲ୍‌ ଟେଷ୍ଟ ହୋଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୭୫ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ଲୋକାଲ୍‌ କେସ ୩ ରହିଛି। ଏଣୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?