CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩

ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା ଚିକତ୍ସାଧିନଙ୍କ ସଂଖ୍ୟା ୬୮ ଏବଂ ସୁସ୍ଥଙ୍କ ସଂଖ୍ୟା ୩୪ ହୋଇଛି। ନୂତନ ଆକ୍ରାନ୍ତ ମାନେ ସୁନ୍ଦରଗଡ ଜିଲାର। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୨୩ ଏବଂ ୬୦ ବର୍ଷର ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ୫୭ ବର୍ଷୀୟ ମହିଳା ଅଛନ୍ତି ବୋଲି ସୂଚନା ମିଳିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri