CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭

ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri