ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ବାଲେଶ୍ଵର ଜିଲାର ଏବଂ ସେ କଲିକତା ଫେରନ୍ତା ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି।
ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ବାଲେଶ୍ଵର ଜିଲାର ଏବଂ ସେ କଲିକତା ଫେରନ୍ତା ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି।
ତେହରାନ୍,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…
ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…
ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍ଭାବେ ବୀମାରାଶି…
ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍…
ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…
ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…
ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…
ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…