CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁରର ୩ଜଣ ରହିଛନ୍ତି। ସେହିପରି ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା  ଘଷିପୁରା ଥାନା  ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର…

ମନରେଗା ଯୋଜନାରେ ମହାଘୋଟାଲା, ବର୍ଷେ ପରେ ବି ମିଳିଲାନି ପାଉଣା, ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଶ୍ରମିକ…

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ବା ମନରେଗାକୁ ନେଇ ପୁଣି ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ବର୍ଷେ କାଳ ପରିଶ୍ରମ କରି ମଧ୍ୟ…

ଯୁବକଙ୍କୁ ଥାର୍ଡ ଡିଗ୍ରୀ ପ୍ରତିବାଦରେ ତାତିଲେ ଲୋକେ

ବାରଙ୍ଗ,୨୯।୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନାରେ ଥାର୍ଡ଼ ଡିଗ୍ରୀ ଘଟଣାରେ ଗୁରୁତର ଆହତ ହୋଇଥିବା ରାକେଶ ବେହେରା ଓରଫ ମୁନା କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଏହାକୁ…

୭ ବର୍ଷର ଶିଶୁଙ୍କୁ ଅପହରଣ ପରେ କରିଥିଲେ ହତ୍ୟା, ଚୂଡ଼ାନ୍ତ ରାୟରେ ଅଭିଯୁକ୍ତ ଦେବାଶିଷଙ୍କୁ…

ବ୍ରହ୍ମପୁର,୨୯ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)-୧ ନରେଶ ମହାନ୍ତି ସୋମବାର ୨୦୧୯ ଜାନୁଆରୀ ମାସର ବହୁଚର୍ଚ୍ଚିତ ଜନୈକ ୭ବର୍ଷର ଡିଏଭି ଛାତ୍ର ଅପହରଣ…

ଖଜା ଦୋକାନୀଙ୍କୁ ଉଠାଇନେଲା ପୋଲିସ, ଲୋକେ ବୋହିନେଲେ ଖଜା, ଯିଏ ଯାହା ପାଇଲା…

ପୁରୀ,୨୯ା୫(ଅଜିତ ମହାନ୍ତି): ପୁରୀ ବଡ଼ଦାଣ୍ଡରେ ଏକ ନିଆରା ତଥା ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ବିଭିନ୍ନ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri