CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ବାଲେଶ୍ୱରର ବୋଲି ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକ ବିଭାଗ ସୂଚନା ଦେଇଛି। ୩ଜଣ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ଏମାନଙ୍କ ବୟସ ଯଥାକ୍ରମେ ୬୩, ୬୧ ଓ ୪୪ ରହିଛି। ଏମାନେ ସମସ୍ତେ କୋଲକାତା ଫେରନ୍ତା ବୋଲି କୁହାଯାଇଛି। ୩ଜଣ ଆକ୍ରାନ୍ତଙ୍କ ନିକଟରେ କୌଣସି ଲକ୍ଷଣ ନ ଥିବା ବେଳେ ସେମାନେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଏହାକୁ ମିଶାଇ ବାଲେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୨୫ରେ ପହଞ୍ଚିଛି। ସେଥିମଧ୍ୟରୁ ୩୯ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri