CORONAVIRUS UPDATE: ରାଜ୍ୟରେ ଆଉ ୪୮ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଲା

ଭୁବନେଶ୍ୱର,୧୫ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୧୨, ବାଲେଶ୍ୱର ୧୨, ନୟାଗଡ଼ ୩, ଯାଜପୁର ୨, ପୁରୀ ୧୦, ଭଦ୍ରକ ୬, ଦେବଗଡ଼, ସୁନ୍ଦରଗଡ଼ ଏବଂ କଟକରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୭୨ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୧ ଜଣ ଚିକିତ୍ସିତ ଅଛନ୍ତି। ୧୫୮ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri