CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଏବଂ ୩ ଜଣ ସାଧାରଣ ଲୋକ(ଲୋକାଲ୍‌) ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩୩୬ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri