CORONAVIRUS UPDATE: ରାଜ୍ୟରେ ଆଉ ୭୫ ପଜିଟିଭ୍‌ ଚିହ୍ନଟ; ୨,୮୫୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ଲୋକାଲ୍‌ କେସ୍‌ ୩ ରହିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। ଏ ନେଇ ରବିବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ୧୧୨୯ ଆକ୍ଟିଭ କେସ୍‌ ରହିଥିବା ବେଳେ ୧୭୧୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୮ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ବୈଠକ ପରେ କହିଲା ସରକାର ଗ୍ରହଣ କଲେ ସମସ୍ତ ଦାବି

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri