CORONAVIRUS UPDATE: ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୧୦ଜଣ ରହିଥିବା ବେଳେ ବାଲେଶ୍ୱର ୨, ଖୋର୍ଦ୍ଧା ୧୩, କଟକ ୧୧, ବଲାଙ୍ଗୀର ୧୬, ନୟାଗଡ଼ ୨, ଜଗତ୍‌ସିଂହପୁର ୬, ସୁନ୍ଦରଗଡ଼ ୨, ମୟୂରଭଞ୍ଜ ୧ ଓ ନୂଆପଡ଼ାରୁ ୧୩ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି। ନୂଆ ୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ଜଣ କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୫୯୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୭୩୩ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri