CORONAVIRUS UPDATE: ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୧୦ଜଣ ରହିଥିବା ବେଳେ ବାଲେଶ୍ୱର ୨, ଖୋର୍ଦ୍ଧା ୧୩, କଟକ ୧୧, ବଲାଙ୍ଗୀର ୧୬, ନୟାଗଡ଼ ୨, ଜଗତ୍‌ସିଂହପୁର ୬, ସୁନ୍ଦରଗଡ଼ ୨, ମୟୂରଭଞ୍ଜ ୧ ଓ ନୂଆପଡ଼ାରୁ ୧୩ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି। ନୂଆ ୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ଜଣ କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୫୯୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୭୩୩ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା ଚମତ୍କାର: ବଡ଼ କାରନାମା କଲେ ଏହି କ୍ରିକେଟର୍‌

ଲାହୋର,୨୬।୧୦: ଖରାପ ଫର୍ମ ଦେଇ ଗତି କରୁଥିବା ପାକିସ୍ତାନ କ୍ରିକେଟ ଦଳକୁ ଟ୍ରାଇ ସିରିଜ୍ରେ ମିଳିଛି ବଡ଼ ଆଶ୍ୱସ୍ତି। ସୋମବାର ଖେଳାଯାଇଥିବା ମୁକାବିଲାରେ ପାକିସ୍ତାନ ଇଂଲଣ୍ଡକୁ ମାତ୍ର…

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ, ୮ ଟ୍ରେନ୍‌ ବାତିଲ କଲା SCoR

ଭୁବନେଶ୍ୱର, ୨୬ା୧୦: ବାତ୍ୟା ‘ଅର୍ଣ୍ଣବ’ ପାଇଁ ୮ଟି ଟ୍ରେନ ବାତିଲ କରାଯାଇଛି । ସେହିପରି ୨ଟି ଟ୍ରେନର ଗତିପଥ ବଦଳାଇ ଦିଆଯାଇଛି । ଏନେଇ ସାଉଥ୍‌ କୋଷ୍ଟ…

ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଶଂସା ପୋତିପକାଇଲେ ଶୁଭେନ୍ଦୁ ଅଧିକାରୀ: କଲେ ଏମିତି ଅନୁରୋଧ

କୋଲକାତା,୨୬।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଖୋଲାଖୋଲି ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ରେଳମନ୍ତ୍ରୀ କେବଳ କଥାରେ ନୁହେଁ, ବରଂ କାମରେ ବିଶ୍ୱାସ…

ଦୁର୍ଭାଗ୍ୟଶାଳୀ ଏହି ୩ ଭାରତୀୟ ବ୍ୟାଟର: ୧୦ ବର୍ଷ ମଧ୍ୟରେ ୩ ଥର ଘଟିଛି ଏଭଳି ଘଟଣା

ନୂଆଦିଲ୍ଲୀ,୨୬।୧୦:ଭାରତ-ଏ ଓ ନ୍ୟୁଜିଲାଣ୍ଡ-ଏ ମଧ୍ୟରେ ପ୍ରଥମ ଅନୌପଚାରିକ ଟେଷ୍ଟ ମ୍ୟାଚ ଖେଳାଯାଉଛି। ନ୍ୟୁଜିଲାଣ୍ଡ ମାଟିରେ ଚାଲିଥିବା ଏହି ମୁକାବିଲାରେ ଭାରତୀୟ ବ୍ୟାଟର ଦେବଦତ୍ତ ପଡିକଲ ଦ୍ୱିଶତକଠାରୁ ମାତ୍ର…

E100 ଇନ୍ଧନକୁ ସରକାରଙ୍କ ମଞ୍ଜୁରୀ, ଏହି ଗାଡ଼ିରେ ହେବ ବ୍ୟବହାର

ନୂଆଦିଲ୍ଲୀ,୨୬।୧୦: ଭାରତରେ ଇଥାନଲ୍‌ ମିଶ୍ରିତ ଇନ୍ଧନର ବ୍ୟବହାରକୁ ଆହୁରି ବଢ଼ାଇବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ…

ମହିଳା କର୍ମଚାରୀଙ୍କ ଏମିତି କଥା ଶୁଣି ହସିଲେ ମୋଦି: କହିଲେ, ଯୋଗୀ ଜୀଙ୍କୁ ଧନ୍ୟବାଦ ଦିଅ’, ଜାଣନ୍ତୁ କ’ଣ ଘଟିଲା

ବାରାଣସୀ,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ବାରାଣସୀ ଗସ୍ତରେ ଯାଇ ଅରବିନ୍ଦ ଲିମିଟେଡ୍‌ର ନୂତନ ପୋଷାକ ନିର୍ମାଣ ୟୁନିଟ୍‌ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ…

ରାୟଗଡ଼ାରେ ଜନନୀ ଯନ୍ତ୍ରଣା, ମୃତ ସନ୍ତାନ ଜନ୍ମ ଦେଲେ ପ୍ରସୂତି

କାଶୀପୁର,୨୬।୧୦(ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ୫ଦିନ ମଧ୍ୟରେ ୨ଟି ଘଟଣା ଜିଲାର ସ୍ବାସ୍ଥ୍ୟ ସେବାର ଚିତ୍ରକୁ ସ୍ପଷ୍ଟ…

୪ ହଜାର କୋଟି ଟଙ୍କାର ଫିଲ୍ମ କରିବାକୁ ଏମିତି ପନ୍ଥା ଆପଣାଇଥିଲେ ସାଇ ପଲ୍ଲବୀ: ଖୋଲିଲେ ସିକ୍ରେଟ୍‌

ନୂଆଦିଲ୍ଲୀ,୨୬।୧୦: ପାଖାପାଖି ୪ ହଜାର କୋଟି ବଜେଟ୍‌ରେ ନିର୍ମିତ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ମାତା ସୀତାଙ୍କ ଚରିତ୍ରରେ ନଜର ଆସିବେ ଅଭିନେତ୍ରୀ ସାଇ ପଲ୍ଲବୀ। ଏହି ଭୂମିକାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?