CORONAVIRUS UPDATE: ରାଜ୍ୟରେ ଆଉ ୮ ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୧୬୬କୁ ବୃଦ୍ଧି

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ଶୁକ୍ରବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଯାଜପୁରର ୪ଜଣ, ଭଦ୍ରକରୁ ୨ ଏବଂ ବାଲେଶ୍ୱର ଓ କେନ୍ଦୁଝର ଜିଲାର ଜଣେ ଲେଖାଏ ଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୬୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି।

 

ପ୍ରକାଶ ଯେ, ସକାଳେ ରାଜ୍ୟରେ ଆଉ ୪୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୬୭୨ ହୋଇଛି। ସେଥିରୁ ଆରୋଗ୍ୟ ହୋଇଛନ୍ତି ୧୬୬ଜଣ। ସେହିଭଳି ୩ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri