CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ସେ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍‌ କିଡନୀ, କ୍ରୋନିକ୍‌ ଅବ୍‌ଷ୍ଟ୍ରକ୍ଟିଭ୍‌ ପଲ୍ମୋନାରୀ ରୋଗରେ ପୀଡ଼ିତ ଥିଲେ। ତେବେ କରୋନା ସଂକ୍ରମଣ ପରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ହେଲେ ତାଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri