CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍‌ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୦, ଗଞ୍ଜାମ ୧୭, ଜଗତସିଂହପୁର ୧୪, ଯାଜପୁର ୧୧, କନ୍ଧମାଳ ୯, ଭଦ୍ରକ ୭, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ମୟୂରଭଞ୍ଜ, ବରଗଡ଼, ସୁନ୍ଦରଗଡ଼ ଏବଂ ସୋନପୁରରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗୀର ଏବଂ ସମ୍ବଲପୁରରୁ ଦୁଇଜଣ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ବୌଦ୍ଧ, କେନ୍ଦୁଝର ଏବଂ ମାଲକାନଗିରିରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୧୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା ୨୧୦୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୬୯ ଜଣ ଚିକିତ୍ସାଧୀନ ଅଛନ୍ତି। ୧୧୨୬ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri