CORONAVIRUS UPDATE: ରାଜ୍ୟରେ ପୁଣି ୧୬୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୬୭ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ କ୍ୱାରାଣ୍ଟାଇଈନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭ ଲୋକାଲ କେସ୍‌ ରହିଛି।
ଆଜି ଚିହ୍ନଟ ୧୬୭ ଆକ୍ରାନ୍ତ ୧୮ ଜିଲାରୁ। ଏମାନଙ୍କ ମଧ୍ୟରୁ ଗଜପତି ଜିଲାରୁ ସର୍ବାଧିକ ୪୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ା ୫, ଯାଜପୁର ୫, ଖୋର୍ଦ୍ଧା ୮, ନୟାଗଡ଼ ୨, ବାଲେଶ୍ୱର ୧୩, ଜଗତ୍‌ସିଂହପୁର ୧୯, କଟକ ୩, ଢେଙ୍କାନାଳ ୯, ବରଗଡ଼ ୧, ଗଞ୍ଜାମ ୩୦, ପୁରୀ ୧, ସୁନ୍ଦରଗଡ଼ ୪, ବଲାଙ୍ଗୀର ୧, ମୟୂରଭଞ୍ଜ ୧୪, କୋରାପୁଟ ୧, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ାରୁ ୭ଜଣ ରହିଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୫୪୭୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୮୬୩ ଜଣ ସୁସ୍ଥ ହୋଇଥିବା ବେଳେ ୧୫୮୩ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri