CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ କ୍ୱାରାଣ୍ଟାଇନ କେନ୍ଦ୍ରରୁ ୧୪୫ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି।
ନୂଆ ୧୭୫ ସଂକ୍ରମିତଙ୍କ ମଧ୍ୟରୁ ଗଜପତିରୁ ସର୍ବାଧିକ ୫୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୫, ପୁରୀ ୧୮, ବରଗଡ଼ ୧୧, ଜଗତ୍‌ସିହପୁର ୭, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏ, କଟକ ୩, ଝାରସୁଗୁଡ଼ା ୧, ବାଲେଶ୍ୱର ୬, କେନ୍ଦ୍ରାପଡ଼ା ୧, ନୂଆପଡ଼ା ୪, କନ୍ଧମାଳ ୭, ବଲାଙ୍ଗୀର ୩, ଗଞ୍ଜାମ ୧। ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୨୧ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri