CORONAVIRUS UPDATE: ରାଜ୍ୟରେ ପୁଣି ୧୭୯ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ କ୍ୱାରାଣ୍ଟାଇଈନ ସେଣ୍ଟରରୁ ଚିହ୍ନଟ ହୋଇଥଇବା ବେଳେ ୨୯ ଲୋକାଲ କେସ୍‌ ରହିଛି।
ନୂଆ ୧୭୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୨୭, କେନ୍ଦୁଝର ୧୮, କଟକ ୧୫, ମୟୂରଭଞ୍ଜ ୧୦, ଅନୁଗୋଳ ୬, ଭଦ୍ରକ, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ୫ଜଣ ଲେଖାଏ, ଜଗତ୍‌ସିଂହପୁର ୪, ଯାଜପୁର ୩, ବରଗଡ଼ ଓ ମାଲକାନଗିରିରୁ ୨ ଜଣ ଲେଖାଏ, ଦେବଗଡ଼ ଓ ନବରଙ୍ଗପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୧୮ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪,୮୫୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୪୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩,୨୯୭ଜଣ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri