CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬ କରୋନା ଆକ୍ରାନ୍ତ, ସୁସ୍ଥ ସଂଖ୍ୟା ୧,୧୨୬

ଭୁବନେଶ୍ୱର,୩୧।୫(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରୁ ୧୭ ଜଣ, ଗଞ୍ଜାମରୁ ୧୬, ନୟାଗଡ଼ ଜିଲାରୁ ୧୧, କଳାହାଣ୍ଡି ଜିଲାରୁ୧୧ ଜଣ ଓ ଯାଜପୁରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱର ଓ ମୟୁରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ, ଅନୁଗୋଳ ଓ ଜଗତସିଂହପୁରରୁ ୨-୨ଜଣ, ଢେଙ୍କାନାଳ, କଟକ, ମାଲକାନଗିରି, ପୁରୀ, ସମ୍ବଲପୁର ଓ ସନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ୧,୧୨୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ୮୧୩ ସକ୍ରିୟ ଥିବା ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri