CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୦ଜଣ ରହିଛନ୍ତି। ଏହାଛଡ଼ା ଖୋର୍ଦ୍ଧାର ୧୯, ବାଲେଶ୍ୱରର ୧୪, ବଲାଙ୍ଗୀରର ୧୨, ଢେଙ୍କାନାଳର ୯, ନୟାଗଡ଼-ସୁନ୍ଦରଗଡ଼ର ୭, ଅନୁଗୋଳର ୬, କେନ୍ଦୁଝରର ୫, ଜଗତସିଂହପୁର-ପୁରୀର ୪, ଦେବଗଡ଼-କେନ୍ଦ୍ରାପଡ଼ା-ଝାରସୁଗୁଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪୭୪କୁ ବୃଦ୍ଧି ପାଇଛି।

ପ୍ରକାଶ ଯେ, ରାଜ୍ୟରେ ସକାଳେ ୧୧୨ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୦୭ଜଣ ଥିବା ବେଳେ ୫ ଲୋକାଲ୍‌ କେସ୍‌ ରହିଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

ମା’ଙ୍କ ଶୁଦ୍ଧିକ୍ରିୟା ଭୋଜି ସରିଲା, ସନ୍ଧ୍ୟାରେ ଗାଁ ଶ୍ମଶାନରେ ଜଳିଲା ପୁଅର ଚିତା: ଫାସିଗୁଡ଼ା ଗ୍ରାମରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର ଶରତ ଚନ୍ଦ୍ର ନାୟକ(୩୯) ଗୁରୁବାର ମଧ୍ୟାହ୍ନରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା…

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri