CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୭୮ କରୋନା ଆକ୍ରାନ୍ତ, ଦିନକରେ ସର୍ବାଧିକ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୯, ଗଜପତିର ୨୩, ନୂଆପଡ଼ାର ୨୨, ଭଦ୍ରକର ୧୭, ନୟାଗଡ଼ର ୧୫, ଗଞ୍ଜାମର ୧୪, କେନ୍ଦ୍ରାପଡ଼ାର ୧୦, ଢ଼େଙ୍କାନାଳର ୯, ସୁନ୍ଦରଗଡ଼ର ୬, ବାଲେଶ୍ୱରର ୪, କଟକ-ବଲାଙ୍ଗୀର-ମାଲକାନଗିରିର ୨, ଜଗତସିଂହପୁର-ଝାରସୁଗୁଡ଼ା-ନବରଙ୍ଗପୁର-ପୁରୀର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ ଦୈନିକ ସୁସ୍ଥ ହେବା ତାଲିକାରେ ଏହା ସର୍ବାଧିକ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। କରୋନାରେ ୯ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri