CORONAVIRUS UPDATE: ସୁସ୍ଥ ହେଲେ ଆଉ ୭୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୨,୩୫୪କୁ ବୃଦ୍ଧି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୧୭ଜଣ ରହିଛନ୍ତି। ସେହିଭଳି ସୋନପୁରରୁ ୯, ଜଗତସିଂହପୁରରୁ ୬, କଟକ-କଳାହାଣ୍ଡି-ସୁନ୍ଦରଗଡ଼ରୁ ୫, ବାଲେଶ୍ୱର-ମୟୂରଭଞ୍ଜରୁ ୪, ଖୋର୍ଦ୍ଧା-କନ୍ଧମାଳ-ସମ୍ବଲପୁରରୁ ୩ ଲେଖାଏ ଏବଂ ଝାରସୁଗୁଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨୩୫୪ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।
Another 72 #Covid19 patients have recovered and are being discharged on 11.6.2020.

ପ୍ରକାଶ ଯେ, ଆଜି ୧୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri