CORONAVIRUS UPDATE: ସୁସ୍ଥ ହେଲେ ୧୭ କରୋନା ପଜିଟିଭ: ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୮୫ ଜଣ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୭ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ର ୭ ଜଣ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୫, ଭଦ୍ରକର ୩ ଓ ବାଲେଶ୍ୱରର ୨ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri