CORONAVIRUS UPDATE: ୨୬ ଜିଲାକୁ ଛୁଇଁଲା କରୋନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ମାଲକାନଗିରି ଜିଲା ଯୋଡ଼ି ହୋଇଥିଲା। ଶନିବାର ଆଉ ୨ଟି ଜିଲା ନବରଙ୍ଗପୁର ଓ ଗଜପତି ଏହି ତାଲିକାରେ ଯୋଡି ହୋଇଯାଇଛି। ନବରଙ୍ଗପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୪ଜଣ ଚିହ୍ନଟ ହୋଇଛନ୍ତି।
ତେବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଗଞ୍ଜାମ ଜିଲା ସର୍ବାଗ୍ରେ ରହିଛି। ଏହି ଜିଲାରେ ମୋଟ ୩୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୩୬ ସୁସ୍ଥ ହୋଇଥିବା ବେଳେ ୮୨୬ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri