Posted inଜାତୀୟ

ଥମୁଛି ସଂକ୍ରମଣ

ନୂଆଦିଲ୍ଲୀ,୮।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୯୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦୮ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪୨୯,୩୧,୦୪୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୪,୦୬,୧୫୦ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪୯,୯୪୮ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୧୫,୨୧୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri