CORONAVIRUS UPDATE:ରାଜ୍ୟରେ ଶତକ ଛୁଇଁଲା ୭ ଜିଲା; ସର୍ବାଧିକ ଆକ୍ରାନ୍ତ ତାଲିକା ଶୀର୍ଷରେ ଗଞ୍ଜାମ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଞ୍ଚିଛି। ସେଥିରୁ ୯୯୧ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୪୫ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଜିଲାଓ୍ବାରୀ କରୋନା ତଥ୍ୟକୁ ଯଦି ଦେଖାଯାଏ ତେବେ ସର୍ବାଧିକ ଆକ୍ରାନ୍ତ ଜିଲାଭାବେ ଗଞ୍ଜାମ ଶୀର୍ଷରେ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୭ଟି ଜିଲା ଶତକ ଛୁଇଁଛି। ଏହି ଜିଲାଗୁଡିକ ହେଲା ଗଞ୍ଜାମ, ଯାଜପୁର, ଖୋର୍ଦ୍ଧା, ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ ଓ ଭଦ୍ରକ।
ମୋଟାମୋଟି ଭାବେ ଦେଖିବାକୁ ଗଲେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗଞ୍ଜାମ ଜିଲାରେ ରହିଛନ୍ତି। ଗଞ୍ଜାମରୁ ମଙ୍ଗଳବାର ୨୭ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଠାରେ ପଜିଟିଭ ସଂଖ୍ୟା ୪୫୮ରେ ପହଞ୍ଚିଛି। ଯାଜପୁରରେ ୨୯୦ ଜଣ କରୋନା ଆକ୍ରାନ୍ତ ରହିଥିବା ବେଳେ ଖୋର୍ଦ୍ଧା ୧୬୭, ବାଲେଶ୍ୱର ୧୫୪, କେନ୍ଦ୍ରାପଡ଼ା ୧୫୨, କଟକ ୧୨୬, ଭଦ୍ରକ ୧୨୦ ଜଣ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri