Posted inଜାତୀୟ

୨ ଦିନରେ ଟିକା ପାଇଁ ୨.୪୫ କୋଟି ରେଜିଷ୍ଟ୍ରେସନ୍‌

ନୂଆଦିଲ୍ଲୀ,୩୦।୪:ସାରା ଦେଶରେ ୧୮ରୁ ୪୪ ବୟସ୍କ ପର୍ଯ୍ୟନ୍ତ ଲୋକଙ୍କୁ ଟିକା ଦେବା ପାଇଁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଗତ ଏପ୍ରିଲ ୨୮ରୁ ଟିକା ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କୋଓ୍ବିନ୍‌ ଏବଂ ଆରୋଗ୍ୟ ସେତୁ ଆପ୍‌ ଜରିଆରେ କରୋନା ଟିକାର ରେଜିଷ୍ଟ୍ରେସନ କରାଯାଉଛି। ମାତ୍ର ୨ ଦିନ ମଧ୍ୟରେ ୨.୪୫ କୋଟିରୁ ଊର୍ଦ୍ଧ୍ୱ ଲୋକ ରେଜିଷ୍ଟ୍ରେସନ କରିସାରିଲେଣି। ଏପ୍ରିଲ ୨୮ରେ ୧.୩୭ କୋଟି, ଏପ୍ରିଲ ୨୯ରେ ୧.୪ କୋଟି ଏବଂ ଏପ୍ରିଲ ୩୦ ସକାଳ ୮.୩୦ ପର୍ଯ୍ୟନ୍ତ ୪.୩୮ ଲକ୍ଷ ଲୋକ ରେଜିଷ୍ଟ୍ରେସନ୍‌ କରିଛନ୍ତି। ସୂଚନାଯୋଗ୍ୟ, ରେଜିଷ୍ଟ୍ରେସନ କରିଥିବା ଲୋକେ ମେ ୧ରୁ ୧୮ ବର୍ଷରୁ ଅଧିକ ଲୋକେ ଟିକା ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ମାମଲା: ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ୪ ଦୋଷୀ

ନୂଆଦିଲ୍ଲୀ,୧୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏହି ଡେଥ୍‌...

ଖୋଜି ଖୋଜି ପାହିଗଲା ରାତି, ହେଲେ ମିଳିଲା ନାହିଁ କନ୍ୟାଘର

ବାରାଣସୀ,୧୪।୧୨: ବର ଓ ବରଯାତ୍ରୀ ପୂରା ରାତି ଖୋଜିଲେ, ହେଲେ ପାଇଲେ ନାହିଁ କନ୍ୟାର ଘର। ଏଭଳି ଏକ ଭିନ୍ନ ଘଟଣା ସାମ୍ନାକୁ ଆସିଛି ଉତ୍ତର...

୪୧ ବର୍ଷ ପରେ ମା’ଙ୍କୁ ଭେଟିଲେ ପୁଅ

ଚେନ୍ନାଇ,୨୪।୧୧: ତାମିଲନାଡୁରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଦୀର୍ଘ ୪୧ ବର୍ଷ ପରେ ମା’ଙ୍କୁ ଭେଟିଛନ୍ତି ପୁଅ। ଏହି ମିଳନ ପରେ ଉଭୟ ମା’...

ସ୍ବାଗତ ସମାରୋହରେ କଟିଲା ଭାଜପା ନେତାଙ୍କ ଆଙ୍ଗୁଳି

ଲକ୍ଷ୍ନୌ,୧୨।୮: ଉତ୍ତରପ୍ରଦେଶର ଭାଜପା ଅଧ୍ୟକ୍ଷ ତଥା ପରିବହନ ମନ୍ତ୍ରୀ ସ୍ବତନ୍ତ୍ର ଦେବ ସିଂହଙ୍କ ସହ ସୋମବାର ଏକ ଦୁର୍ଘଟଣା ଘଟିଛି। ମୁଜାଫରନଗରର ସର୍କୁଲାର ରୋଡରେ ଆୟୋଜିତ...

୨ ଛାତ୍ରଙ୍କ ଆକାଉଣ୍ଟକୁ ଆସିଲା ୯୬୦ କୋଟି…

ପାଟନା,୧୬।୯: ବିହାରରେ ୨ ଛାତ୍ରଙ୍କ ଆକାଉଣ୍ଟକୁ ୯୬୦ କୋଟି ଟଙ୍କା ଆସିଛି। ଏହାକୁ ନେଇ ବ୍ୟାଙ୍କ କର୍ମଚାରୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଖବର ପ୍ରଚାରିତ ହେବା ପରେ...

ବିଦ୍ୟୁତ୍‌ ବିଲ୍‌ ଦେଖି ଅସୁସ୍ଥ ହୋଇପଡ଼ିଲେ ବ୍ୟକ୍ତି, ହସ୍ପିଟାଲରେ ଭର୍ତ୍ତି

ଭୋପାଳ,୨୭।୭: ମଧ୍ୟପ୍ରଦେଶରେ ବିଦ୍ୟୁତ୍‌ ବିଲ୍‌ ଦେଖି ଜଣେ ବ୍ୟକ୍ତି ହସ୍ପିଟାଲରେ ଭର୍ତ୍ତି ହୋଇଥିବାର ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ୩,୪୧୯ କୋଟି ଟଙ୍କାର ବିଦ୍ୟୁତ୍‌...

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ...

ଶାହାଙ୍କୁ ବିଜୟନଙ୍କ କଡ଼ା ସମାଲୋଚନା…

ନୂଆଦିଲ୍ଲୀ,୧୩।୨ : କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଶାହା କେରଳରେ କି...

Advertisement
Archives

Model This Week