ଡ୍ରେନ୍‌ ପାଣିରୁ ଚିହ୍ନଟ ହେବ କରୋନା ଭୂତାଣୁ, ୨୫ ସହରରେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୦।୩ : ବର୍ତ୍ତମାନ ସୁଦ୍ଧା ଦେଶରେ କେବଳ କରୋନା ଭୂତାଣୁ କେବଳ ମାନବ ନମୁନା ସଂଗ୍ରହ ଦ୍ୱାରା ଚିହ୍ନଟ ହେଉଥିଲ। କିନ୍ତୁ ଆସନ୍ତା ସପ୍ତାହରୁ ଦେଶରେ କରୋନା ଭୂତାଣୁ ଚିହ୍ନଟ କରିବା ପାଇଁ ଡ୍ରେନ୍‌ ଏବଂ ନାଳ ନର୍ଦ୍ଦମା ପାଣିର ବ୍ୟବହାର କରାଯିବ। ଭୂତାଣୁ ଜେନୋମିକ ସର୍ଭେଲାନ୍ସ କରାଯିବ।

ଏହା ଦ୍ୱାରା କରୋନା ଭୂତାଣୁ ଚିହ୍ନଟ ହେବା ସହିତ ସମ୍ପୃକ୍ତ ଅଞ୍ଚଳରେ ଭୂତାଣୁର ପ୍ରଭାବ ମଧ୍ୟ ଆକଳନ କରାଯିବ। ପ୍ରାରମ୍ଭିକ ପର୍ଯ୍ୟାୟରେ ଦେଶର ୨୫ଟି ପ୍ରମୁଖ ସହରରେ ଏହି ପାଇଲଟ ପ୍ରକଳ୍ପ ଆରମ୍ଭ ହେବ। ଏହି ପ୍ରକଳ୍ପ ଆରମ୍ଭ କରି ଭାରତ ଏଭଳି କରୋନା ଭୂତାଣୁ ଚିହ୍ନଟ କରିବାରେ ବିଶ୍ୱର ଏକମାତ୍ର ଦେଶ ହେବ। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ଦେଶରେ ପ୍ରଥମ ଥର ପାଇଁ ଏହି ପଦ୍ଧତିର ସର୍ବ ବୃହତ ତଥା ଅନନ୍ୟ ଜେନୋମିକ ନୀରିକ୍ଷଣ ଆରମ୍ଭ ହେବାକୁ ଯାଉଛି।

ଦେଶରେ କରୋନା ଭାଇରସ ଉପରେ ନଜର ରଖୁଥିବା ନ୍ୟାଶନାଲ କୋଭିଡ ଟାସ୍କ ଫୋର୍ସ ଦଳର ଡାକ୍ତର ଏନ.କେ ଆରୋରା କହିଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ମାନବ ନମୁନା ସଂଗ୍ରହ କରି ସମଗ୍ର ଦେଶରେ ତିନି ପ୍ରକାରର କରୋନା ଭୂତାଣୁ ଚିହ୍ନଟ କରାଯାଇଛି। ଏଥିପାଇଁ ଆକ୍ରାନ୍ତ ଏବଂ ସେମାନଙ୍କ ସହ ଯୋଗାଯୋଗରେ ଥିବା ଲୋକଙ୍କ ନମୁନାର ପରୀକ୍ଷା କରାଯାଉଥିଲା। ଏହା ସହିତ ସର୍ବସାଧାରଣ ସ୍ଥାନ, ବିମାନବନ୍ଦର ଏବଂ ବସଷ୍ଟାଣ୍ଡରେ ଲୋକଙ୍କର ନମୁନା ସଂଗ୍ରହ କରାଯାଉଥିଲା। ଡାକ୍ତର ଆରୋରାଙ୍କ ଅନୁଯାୟୀ ବର୍ତ୍ତମାନ ପ୍ରଥମ ଥର ପାଇଁ କରୋନା ଭୂତାଣୁ ଚିହ୍ନଟ ପାଇଁ ପରିବେଶ ନୀରିକ୍ଷଣ ମଧ୍ୟ କରାଯିବ।

ବୈଜ୍ଞାନିକଙ୍କ ଅନୁଯାୟୀ, ବର୍ତ୍ତମାନ ବିଭିନ୍ନ ପ୍ରକାରର ଭୂତାଣୁ ଚିହ୍ନଟ କରିବା ପାଇଁ ପୃଥିବୀର ୫୭ଟି ସ୍ଥାନରେ ପରିବେଶ ନମୁନା ସଂଗ୍ରହ କରାଯାଉଛି।

ପ୍ରଥମ ପର୍ଯ୍ୟାୟରେ ପରୀକ୍ଷାମୂଳକ ଭାବେ ଦିଲ୍ଲୀ, ମୁମ୍ବାଇ, ପୁଣେ, ନାଗପୁର, ଚେନ୍ନାଇ, କୋଲକାତା, ବେଙ୍ଗାଲୁରୁ, କୋଚିନ, ତ୍ରିଭାନ୍ଦ୍ରମ ଭଳି ସହରରେ ଏହା ଆରମ୍ଭ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ଅନ୍ୟାନ୍ୟ ବଡ ସହରରେ ନମୁନା ସଂଗ୍ରହ ମଧ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?