ଚିନ୍ତା ବଢ଼ାଇପାରେ ୧.୬୭ ଲକ୍ଷ କୋଟିର କର୍ପୋରେଟ ଋଣ

ନୂଆଦିଲ୍ଲୀ,୬।୭: କୋଭିଡ୍‌-୧୯ ଯୋଗୁ ବଜାର ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଘରୋଇ ବଜାରର ପ୍ରମୁଖ ୫୦୦ କମ୍ପାନୀ ନେଇଥିବା ୧.୬୭ ଲକ୍ଷ କୋଟିର କର୍ପୋରେଟ ଋଣ ବ୍ୟାଙ୍କଗୁଡିକ ଲାଗି ସମସ୍ୟା ସୃଷ୍ଟି କରିପାରେ। ମାର୍ଚ୍ଚ ୨୦୨୨ ଯାଏ ଏ ନେଇ ବ୍ୟାଙ୍କଗୁଡିକର ଚିନ୍ତା ବଢ଼ିବ ବୋଲି କୁହାଯାଉଛି। ବର୍ତ୍ତମାନ କାରବାର ଠିକ୍‌ ନ ଥିବା ଯୋଗୁ କମ୍ପାନୀଗୁଡିକ ଋଣ ପଇଠ କରିବାରେ ବିଭିନ୍ନ ସମସ୍ୟା ସାମ୍ନା କରିବେ ବୋଲି ଆଶଙ୍କା କରାଯାଉଛି। ଏହି ଋଣ ଏନ୍‌ପିଏ ହେବାର ସମ୍ଭାବନା ରହିଛି। ଇଣ୍ଡିଆ ରେଟିଂ ଆଣ୍ଡ ରିସର୍ଚ୍ଚ ପକ୍ଷରୁ ଏ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ବର୍ତ୍ତମାନ ସ୍ଥିତି ଯୋଗୁ ଫସିଥିବା ମୋଟ ଋଣ ପରିମାଣ ୪.୨୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚିପାରେ। ଏହା ମୋଟ ଋଣର ୧୧% ହେବ। କରୋନା ମାମଲା ବଢୁଥିବାରୁ ବଜାର ଏତେ ଶୀଘ୍ର ଭଲ ସ୍ଥିତିକୁ ଫେରି ନ ପାରେ। ଏଣୁ ବ୍ୟାଙ୍କର ଋଣ ସ୍ଥିତି କ୍ଷତିଗ୍ରସ୍ତ ରହିବ ବୋଲି ଆଶଙ୍କା ପ୍ରକଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଔଦ୍ୟୋଗିକ ଉତ୍ପାଦନ ବୃଦ୍ଧି ହାର ୨%କୁ ହ୍ରାସ

ନୂଆଦିଲ୍ଲୀ,୧୦-୮: ଦେଶର ଅର୍ଥନୀତି ଦିନକୁ ଦିନ ଦୂରାବସ୍ଥା ଆଡକୁ ଗତି କରୁଛି। ମାନ୍ଦାବସ୍ଥା କାରଣରୁ ଅର୍ଥନୀତି ଏବେ ଆଣ୍ଠେଇଲାଣି। ଆର୍ଥିକ ବିକାଶ ଦର୍ଶାଉଥିବା ସମସ୍ତ ତଥ୍ୟ...

ରିଲାଏନ୍ସ ରିଟେଲରେ ନିବେଶ କରିବ କେକେଆର୍‌

ନୂଆଦିଲ୍ଲୀ: ବିଶ୍ୱର ପ୍ରମୁଖ ପୁଞ୍ଜିନିବେଶକାରୀ କମ୍ପାନୀ କେକେଆର୍‌ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ୍‌ରେ ୫,୫୦୦ କୋଟି ଟଙ୍କା ନିବେଶ କରିବ। ଏ ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ...

ବିଳମ୍ବ ଜିଏସ୍‌ଟି ଫାଇଲିଂରେ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩।୬: କରୋନା ଯୋଗୁ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ କ୍ଷତିଗ୍ରସ୍ତ ହୋଇଛି। କାରବାର ପ୍ରଭାବିତ ହୋଇଥିବା ଲୋକମାନେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଫାଇଲିଂ...

କଠିନ ଅଧ୍ୟବସାୟରୁ ସଫଳତା

ପାଞ୍ଚ ଦଶନ୍ଧି ତଳେ ଭୁବନେଶ୍ୱର କହିଲେ ହାତଗଣତି କିଛି ବଜାର ଓ ଅଞ୍ଚଳକୁ ବୁଝାଉଥିଲା। ୧୯୭୦ ମସିହାରେ ଜଣେ ସଫଳ ବ୍ୟବସାୟୀ ଭାବେ ଖ୍ୟାତି ଅର୍ଜନ...

ଏସ୍‌ବିଆଇ ମହିଳା ସଂଘ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ଭୁବନେଶ୍ୱର,୩୦ ।୪: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ମହିଳା ସଂଘ ଭୁବନେଶ୍ୱର ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି। କୋଭିଡ୍‌-୧୯ ଯୋଗୁ ଫସି ରହିଥିବା ଲୋକଙ୍କ ଲାଗି...

ସିବିଓଆଇ ପକ୍ଷରୁ ଋଣ ଶିବିର

ଭୁବନେଶ୍ୱର,୨୪ା୯: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ) ପକ୍ଷରୁ ନିକଟରେ ଉଭୟ କଟକ ଓ ଭୁବନେଶ୍ୱରରେ ୨ଟି ମେଗା କ୍ଲଷ୍ଟର ଋଣ ଶିବିରର ଆୟୋଜନ କରାଯାଇଥିଲା।...

ଜମାକାରୀଙ୍କ ସୁରକ୍ଷା ଲାଗି ଆର୍‌ବିଆଇ ଅଧୀନରେ ସମବାୟ ବ୍ୟାଙ୍କ:ସୀତାରାମନ

ନୂଆଦିଲ୍ଲୀ : ସମବାୟ ବ୍ୟାଙ୍କ ଜମାକାରୀଙ୍କ ସ୍ବାର୍ଥକୁ ସରକାର ପ୍ରାଥମିକତା ଦେଉଛନ୍ତି। ଏହାକୁ ଧ୍ୟାନରେ ରଖି ସମବାୟ ବ୍ୟାଙ୍କଗୁଡିକର ପରିଚାଳନାକୁ ରିଜର୍ଭ ବ୍ୟାଙ୍କ ପରିସରକୁ ଅଣାଯାଉଥିବା...

ଶାମ୍ପୁ ଫେରାଇନେଲା ୟୁନିଲିଭର

ନୂଆଦିଲ୍ଲୀ,୨୬।୧୦: ଅନ୍ତଃରାଷ୍ଟ୍ରୟୀୟ ଏଫ୍‌ଏମ୍‌ସିଜି କମ୍ପାନୀ ୟୁନିଲିଭରର ବିଭିନ୍ନ ଶାମ୍ପୁରେ କର୍କଟ ସୃଷ୍ଟିକାରୀ କେମିକାଲ ମିଳିଥିବା କୁହାଯାଉଛି। ଏପରିକି କମ୍ପାନୀ ଆମେରିକା ବଜାରରୁ ଡୋଭ, ନେକ୍ସସ, ସୁଆଭେ,...

Advertisement
Archives

Model This Week