ଫ୍ଲାଗ୍‌ କୋଡ୍‌ ସଂଶୋଧନ ସୁଦୂରପ୍ରସାରୀ : ନବୀନ

ଭୁବନେଶ୍ୱର,୨୬।୭: ଭାରତୀୟ ଗଣତନ୍ତ୍ରର ସର୍ବୋଚ୍ଚ ପ୍ରତୀକ ତ୍ରିରଙ୍ଗାକୁ ଉତ୍ତୋଳନ କରିବାର ଅଧିକାର ନିକଟରେ ଜନସାଧାରଣଙ୍କୁ ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ ଦ୍ୱାରା ଫ୍ଲାଗ୍‌ କୋଡ୍‌ ଅଫ୍‌ ଇଣ୍ଡିଆର ସଂଶୋଧନକୁ ନବୀନ ଜିନ୍ଦଲ ସ୍ବାଗତ କରିବା ସହ ବର୍ତ୍ତମାନ ଏହାକୁ ନିଜ ଘର କିମ୍ବା ପ୍ରତିଷ୍ଠାନରେ ୨୪ଘଣ୍ଟା ଉଡ଼ାଇବା ପାଇଁ ସେ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ନୂତନ ସଂଶୋଧନ ଅନୁଯାୟୀ ଜାତୀୟ ପତାକା ତ୍ରିରଙ୍ଗାକୁ ବର୍ତ୍ତମାନ ଦିନରାତି ସମ୍ମାନର ସହକାରେ ଉଡ଼ାଯାଇପାରିବ। ସ୍ବାଧୀନତାର ଅମୃତ ମହୋତ୍ସବ ଅବସରରେ ଦେଶବାସୀଙ୍କୁ ସରକାରଙ୍କ ଏହା ଏକ ବଡ଼ ଉପହାର ବୋଲି ନବୀନ ମତବ୍ୟକ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଯେତେବେଳେ ନବୀନ ଜିନ୍ଦଲ ଆମେରିକାରେ ପଢୁଥିଲେ, ସେତେବେଳେ ସେ ୩୬୫ ଦିନ ଭାରତୀୟ ପତାକା ଲଗାଉଥିଲେ। କିନ୍ତୁ ଭାରତ ଆସିବା ପରେ ତାଙ୍କୁ ପ୍ରତିଦିନ ପତାକା ଉତ୍ତୋଳନ କରିବାକୁ ବାରଣ କରାଯାଇଥିଲା। ଏହି ଅଧିକାର ପାଇବା ପାଇଁ ସେ ୧୦ବର୍ଷ ଧରି ଆଇନ ଯୁଦ୍ଧ ଲଢ଼ିଥିଲେ ଏବଂ ଶେଷରେ ୨୩ ଜାନୁୟାରୀ ୨୦୦୪ରେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ଜନସାଧାରଣ ଏହି ଅଧିକାର ପାଇଲେ, ଆଜି ତ୍ରିରଙ୍ଗା ଦେଶବାସୀଙ୍କ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri