ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା ପାଇଁ ବୁଥ୍ ସ୍ତରୀୟ ଅଧିକାରୀ (BLO)ମାନେ ଘରେ ଘରେ ପରିଦର୍ଶନ କରୁଛନ୍ତି।

ଏହି ଅଭିଯାନ ଅନ୍ତର୍ଗତ BLOମାନେ ମତଦାତାଙ୍କ ନାମ, ଠିକଣା, ବୟସ୍‌ ଓ ଅନ୍ୟାନ୍ୟ ତଥ୍ୟ ଯାଞ୍ଚ କରୁଥିବା ସହ ନୂତନ ମତଦାତାଙ୍କ ପଞ୍ଜିକରଣ, ମୃତ ଓ ସ୍ଥାନାନ୍ତରିତ ବ୍ୟକ୍ତିଙ୍କ ନାମ ବାଦ ଦେବା ସହିତ ଆବଶ୍ୟକ ସଂଶୋଧନ କାର୍ଯ୍ୟ କରୁଛନ୍ତି।

ହାଟଡିହି ବ୍ଲକର ହାଡ଼ଗଡ଼ ଓ ମଧୁବନ ଗ୍ରାମରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି ଅବସରରେ ଆନନ୍ଦପୁର ଉପଜିଲାପାଳ ଶ୍ରୀ ନୀଳମାଧବ ସୁନାଙ୍କ ସହିତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଅଭିଯାନର ତଦାରଖ କରିଥିଲେ।

ପ୍ରଶାସନ ପକ୍ଷରୁ ସମସ୍ତ ମତଦାତାଙ୍କୁ BLOମାନଙ୍କୁ ସହଯୋଗ କରି ସଠିକ୍ ତଥ୍ୟ ପ୍ରଦାନ କରିବାକୁ ଅନୁରୋଧ କରାଯାଇଛି। ଏହି ସଘନ ସଂଶୋଧନ କାର୍ଯ୍ୟକ୍ରମ ମାଧ୍ୟମରେ ନିର୍ଭୁଲ ଓ ଅଦ୍ୟତନ ମତଦାତା ତାଲିକା ପ୍ରସ୍ତୁତ ହେବ ବୋଲି ପ୍ରଶାସନ ଆଶା ପ୍ରକାଶ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା

ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍‌ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri