ଭୁବନେଶ୍ୱର,୫।୨(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ କରେସପଣ୍ଡେନ୍ସ କୋର୍ସ (ଆନୁଷଙ୍ଗିକ ପାଠ୍ୟକ୍ରମ)ରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ତଥ୍ୟ ଦାଖଲ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ପରିଷଦ ପକ୍ଷରୁ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ପ୍ରତି ଛାତ୍ରୀଛାତ୍ରଙ୍କ କମନ ଆପ୍ଲିକେଶନ ଫର୍ମ, ଦଶମ ମାର୍କଶିଟ୍ ଓ ସାର୍ଟିଫିକେଟ୍, ଲିଭିଂ ସାର୍ଟିଫିକେଟ୍, କଣ୍ଡକ୍ଟ ସାର୍ଟିଫିକେଟ୍, ମାଇଗ୍ରେଶନ ସାର୍ଟିଫିକେଟ୍, ନାମଲେଖା ଫି’ ଦାଖଲର ରସିଦ ଏବଂ କାଷ୍ଟ ସାର୍ଟିଫିକେଟ୍ ଆଦି ତଥ୍ୟ ଦାଖଲ କରିବା ପାଇଁ କୁହାଯାଇଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଏ ସମସ୍ତ ତଥ୍ୟ ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ସେମାନଙ୍କ ଜୋନ୍ ଅଫିସ ଡେପୁଟି ସେକ୍ରେଟେରୀଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଏହାର ସଫ୍ଟ କପି ଏକ୍ସେଲ ଫାଇଲ୍ରେ ପରିଷଦର ଓ୍ବେବ୍ସାଇଟ୍ chseodisha@gmail.comକୁ ମଧ୍ୟ ପଠାଇବେ। ଯେଉଁ ଉଚ୍ଚ ମାଧ୍ୟମିକ ସ୍କୁଲରେ ଆନୁଷଙ୍ଗିକ ପାଠ୍ୟକ୍ରମ ନାମଲେଖା ହୋଇନାହିଁ, ସେମାନେ ମଧ୍ୟ ଯଥାଶୀଘ୍ର ପରିଷଦକୁ ଅବଗତ କରାଇବେ ବୋଲି ଚିଠିରେ ଉଲ୍ଲେଖ ରହିଛି।
‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ
ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…
ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ
ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…
ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା
ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…
ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ୨ ଭାଇ ଗୁରୁତର, ବସ୍କୁ ଜବତ କରି…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍…
‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…
ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…
Archives

