ଖବରଦାତା ରୋହିତ ବିଶ୍ୱାଳଙ୍କ ବିୟୋଗରେ ଶୋକ

କର୍ଲାମୁଣ୍ଡା,୫ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକର ମୋହନଗିରି ଅଞ୍ଚଳର ଯୁବ ଖବରଦାତା ରୋହିତ କୁମାର ବିଶ୍ବାଳଙ୍କର ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ମାତ୍ରେ ସମଗ୍ର ଜିଲା ସାରା ଖବରଦାତା ମହଲରେ ଶୋକ ପ୍ରକାଶ ପାଇବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ବର ଉଠିଛି।

କର୍ଲାମୁଣ୍ଡା ପ୍ରେସ କ୍ଲବ ପକ୍ଷରୁ ପ୍ରେସ କ୍ଲବ୍‌ ସଭାପତି ତଥା ଓଜେୟୁର ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ନରୋତ୍ତମ ସେଲ୍‌ମା, ସମ୍ପାଦକ ତଥା କର୍ଲାମୁଣ୍ଡା ବ୍ଲକ ‘ଧରିତ୍ରୀ’ ଖବରଦାତା ପ୍ରଦୀପ କୁମାର ସାହୁ, କମ୍ବୁପାଣି ସାହୁ, ଭଜଶ୍ୟାମ ସାହୁ, ଯୁବରାଜ ସାହୁ, ସୁଶାନ୍ତ ରଣା, ପ୍ରଦୀପ ରଣା, ଜଗଦୀଶ ପ୍ରସାଦ ରଣା ପ୍ରମୁଖ ଶୋକ ପ୍ରକଟ କରିବା ସହ ରୋହିତଙ୍କୁ ଶହୀଦ ମାନ୍ୟତା, ୫୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ଅର୍ଥ ସହାୟତା ଓ ପରିବାରର ଜଣଙ୍କୁ ଚାକିରି ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri